www.samajalive.in
Monday, December 8, 2025
27.1 C
Bhubaneswar

ଗିରଫ ହୋଇ ମୁକୁଳିଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ : ଟ୍ରମ୍ପ କହିଲେ ମୁଁ ନିର୍ଦୋଷ

ୱାଶିଂଟନ: ହ୍ବାଇଟ ହାଉସରୁ ଗୁରୁତ୍ବପୂର୍ଣ୍ଣ ନଥି ନେଇଯିବା ମାମଲାରେ ସ୍ବଳ୍ପସମୟ ଗିରଫ ହୋଇ ମୁକୁଳିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ। ପେଣ୍ଟାଗନ, ସିଆଇଏ ଆଦି ସଂସ୍ଥାର ଅନେକ ଗୁରୁତ୍ବପୂର୍ଣ୍ଣ ନଥି ନେଇଯାଇଥିବା ସମ୍ପର୍କରେ ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗର ଶୁଣାଣି କ୍ରମେ ସେ ନିଜକୁ ନିର୍ଦୋଷ ବୋଲି କହିଛନ୍ତି । ଯୁକ୍ତରାଷ୍ଟ୍ର ଆମେରିକାର ଇତିହାସରେ ଜଣେ ରାଷ୍ଟ୍ରପତି ଗିରଫ ହେବା ପ୍ରଥମ ଘଟଣା। ସେ ଏଥିନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଦାୟୀ କରିଛନ୍ତି। ପୂର୍ବରୁ ଏଫବିଆଇ ପକ୍ଷରୁ ଟ୍ରମ୍ପ ଓ ତାଙ୍କ ସହଯୋଗୀଙ୍କ ବିରୋଧରେ ଏନେଇ ମାମଲା ରୁଜୁ ହୋଇଥିଲା । ଏହି ଦୁଇ ଘଟଣାରେ ସେ କିଛି ଭୁଲ୍ କରିନାହାନ୍ତି  ।  ରାଜନୈତିକ ଉଦ୍ଦେଶ୍ୟ ରଖି ତାଙ୍କୁ କାଠଗଡ଼ାରେ ଠିଆ କରାଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories