ନୂଆଦିଲ୍ଲୀ : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ଣ୍ଣର ଅଫ୍ ଦ ଇୟର’ ପୁରସ୍କାର ପ୍ରଦାନ କରାଯାଇଛି। ଏହି ସମ୍ମାନ ଲଣ୍ଡନ ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ଦ୍ୱାରା ଦେଶର କେନ୍ଦ୍ରୀୟ ବ୍ୟାଙ୍କର ଗଭର୍ଣ୍ଣରଙ୍କୁ ପ୍ରଦାନ କରାଯାଇଛି। ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଦାୟିତ୍ୱ ଗ୍ରହଣ କରିବା ପରେ ଶକ୍ତିକାନ୍ତ ଦାସ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। କରୋନା ସଙ୍କଟ ସମୟରେ ମଧ୍ୟ ସେ ତାଙ୍କ ନିଷ୍ପତ୍ତି ସହିତ ଲୋକଙ୍କ ପ୍ରଶଂସା ଲାଭ କରିଥିଲେ।
Popular Categories



