www.samajalive.in
Saturday, December 6, 2025
26.1 C
Bhubaneswar

ରଜ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରଜୋତ୍ସବ ପାଇଁ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟ୍‌‌ କରି ଶ୍ରୀମତୀ ମୁର୍ମୁ ରାଜ୍ୟ ଓ ଦେଶବାସୀଙ୍କ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର କାମନା କରିଛନ୍ତି।


ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ରଜୋତ୍ସବ ଉପଲକ୍ଷେ ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରଜୋତ୍ସବ ଲୋକମାନଙ୍କ ମଧ୍ୟରେ ଆନନ୍ଦ, ଉଲ୍ଲାସ, ଏକତା ଓ ଭ୍ରାତୃଭାବର ଭାବନା ଭରିଦେଉ ବୋଲି ସେ କାମନା କରିଛନ୍ତି।

- Advertisement -

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories