www.samajalive.in
Sunday, December 7, 2025
26.1 C
Bhubaneswar

ତାମିଲନାଡ଼ୁରେ ତଦନ୍ତ କରିବାକୁ ହେଲେ ସରକାରଙ୍କ ଅନୁମତି ଲୋଡ଼ା

ଚେନ୍ନାଇ: ରାଜ୍ୟ କିମ୍ବା ରାଜ୍ୟରେ ରହୁଥିବା ଲୋକଙ୍କ ବିରୋଧରେ ସିବିଆଇ ନିଜ ଇଚ୍ଛାରେ ଆଉ ତଦନ୍ତ କରିପାରିବ ନାହିଁ । ତାମିଲନାଡ଼ୁରେ ସିବିଆଇ ତଦନ୍ତ କରିବାକୁ ହେଲେ ରାଜ୍ୟ ସରକାରଙ୍କ ଅନୁମତି ନେବାକୁ ପଡିବ । ତଦନ୍ତ ପାଇଁ ସିବିଆଇ ସହ ଥିବା ସାଧାରଣ ସହମତି ନିୟମକୁ ପ୍ରତ୍ୟାହାର କରି ନେଇଛନ୍ତି ତାମିଲନାଡୁ ସରକାର। ତଦନ୍ତ ପାଇଁ ପ୍ରଥମେ ସିବିଆଇକୁ ତାମିଲନାଡୁ ସରକାରଙ୍କ ଅନୁମତି ନେବାକୁ ପଡ଼ିବ, ନ ହେଲେ ତଦନ୍ତ କରିପାରିବ ନାହିଁ। ସୂଚନାଯୋଗ୍ୟ ଯେ, ପୂର୍ବରୁ ପଶ୍ଚିମବଙ୍ଗ, ଛତିଶଗଡ଼, ତେଲେଙ୍ଗାନା, କେରଳ, ଝାରଖଣ୍ଡ, ମେଘାଳୟ, ମିଜୋରାମ, ପଞ୍ଜାବ ଓ ରାଜସ୍ଥାନ ଭଳି ୯ଟି ରାଜ୍ୟ ମଧ୍ୟ ସିବିଆଇ ସହ ସାଧାରଣ ସହମତି ନିୟମକୁ ପ୍ରତ୍ୟାହାର କରି ନେଇଥିଲେ ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories