www.samajalive.in
Sunday, December 7, 2025
23.1 C
Bhubaneswar

୧୯ ତାରିଖ ସକାଳୁ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ

ପୁରୀ : ଶ୍ରୀଜିଉଙ୍କ ନବଯୌବନ ଦର୍ଶନ। ଆସନ୍ତା ୧୯ ତାରିଖ ଶୃଙ୍ଖଳିତ ନବ ଯୌବନ ଦର୍ଶନ ନେଇ ଆଜି ସାମ୍ବଦିକ ସମ୍ମିଳନୀ ଜରିଆରେ ସୂଚନା ମିଳିଛି। ସକାଳ ୮ଟାରୁ ୯ଟା ଯାଏଁ ପାରିମାଣିକ ଦର୍ଶନ ହେବ। ପାରିମାଣିକ ଟିକେଟ ମୂଲ୍ୟ ୧୦୦ ଟଙ୍କା ହୋଇଛି। ପାରିମାଣିକ ଟିକେଟ୍‌‌ ଧାରୀ ଦକ୍ଷିଣ ଦ୍ୱାର ଦେଇ ଯିବେ। ୯ଟାରୁ ସାହାଣ ମେଲା ଦର୍ଶନ ୨ ଘଣ୍ଟା ଯାଏ ଚାଲିବ। ସକାଳ ୯ଟାରୁ ୧୧ଟା ସର୍ବସାଧାରଣ ଦର୍ଶନ ହେବ। ସିଂହଦ୍ୱାର ଦେଇ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା ହୋଇଛି। ୧୧ଟା ପରଠାରୁ ରଥଯାତ୍ରା ପାଇଁ ବିଭିନ୍ନ ନୀତିକାନ୍ତି ଚାଲିବ। ୧୧ଟା ପରଠାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। କେବଳ ପାଶ୍ୱର୍ ଦେବଦେବୀଙ୍କ ଦର୍ଶନ ଭକ୍ତ କରିପାରିବେ। ରାତି ୯ଟା ସୁଦ୍ଧା ସେନାପଟା ଲାଗି ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇ ସାରିଛି। ମାତ୍ର ୩ ଘଣ୍ଟା ହେବ ନବଯୌବନ ଦର୍ଶନ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ସୂଚନା ମିଳିଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories