www.samajalive.in
Monday, December 15, 2025
24.1 C
Bhubaneswar

ସାଢେ ୧୧ଟା ସୁଦ୍ଧା ରାଜଧାନୀ ତାପମାତ୍ରା ୪୧ ଡିଗ୍ରୀ

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରରେ ଅନୁଭବ ହେଉଛି ପ୍ରବଳ ତାତି ସହ ଗୁଳୁଗୁଳି। ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଶୋଷ ଲାଗୁ ନଥିଲେ ମଧ୍ୟ ପ୍ରଚୁର ପାଣି ପିଅନ୍ତୁ। ଦିନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଛି। ଏହାସହ ଆଦ୍ରତା ୪୫% ରେକର୍ଡ କରାଯାଇଛି। ଆଦ୍ରତା ୪୫ % ଥିବାରୁ ଗୁଳୁଗୁଳି ଅନୁଭବ ହେଉଛି। ଏହାସହ ୪୨.୨ ସହ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର। ହୀରାକୁଦ ୪୧.୪, ସମ୍ବଲପୁର ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories