www.samajalive.in
Friday, December 12, 2025
15.1 C
Bhubaneswar

ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ରହ୍ମପୁର : ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ଜଣେ ଡାକ୍ତରୀ ଛାତ୍ରୀଙ୍କର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ଜଣକ ହେଉଛନ୍ତି ପୁରୁଷୋତ୍ତମପୁରର  ସୁଭାନୀ ପଟ୍ଟନାୟକ। ସେ ପିଜି ପ୍ରଥମ ବର୍ଷର ଚର୍ମ ବିଭାଗର ଛାତ୍ରୀ। ସୁଭାନୀ ହଷ୍ଟେଲରେ ରହୁଥିଲେ। ଆଜି ସକାଳେ ତାଙ୍କର ସାଙ୍ଗମାନେ ଡାକ୍ତରଖାନା ଯିବା ପାଇଁ ବାହାରିବା ବେଳେ ତାଙ୍କ ରୁମ୍ ବନ୍ଦ ଥିଲା। ସନ୍ଦେହ ହେବାରୁ ତୁରନ୍ତ ରୁମ୍‌ ଖୋଲାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories