www.samajalive.in
Saturday, December 13, 2025
27.1 C
Bhubaneswar

୪୦ ଡିଗ୍ରୀ ଟପିଲା ୪ଟି ସହରର ତାପମାତ୍ରା

ଭୁବନେଶ୍ବର : ରାଜଧାନୀରେ ଆଜି ବି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଛି । ଶୁକ୍ରବାର ଦିନ ୧୧ଟା ୩୦ ମିନିଟ୍ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୧.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଆଦ୍ରତା ୩୮% ରେକର୍ଡ କରାଯାଇଛି । ଝାରସୁଗୁଡାରେ ୪୩.୪ ଡ଼ିଗ୍ରୀ, ସମ୍ବଲପୁରରେ ୪୨.୪ ଡ଼ିଗ୍ରୀ, ଭୁବନେଶ୍ୱରରେ ୪୧.୬ ଡ଼ିଗ୍ରୀ, ହୀରାକୁଦରେ ୪୧.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୯ ଡ଼ିଗ୍ରୀ, ଚାନ୍ଦବାଲିରେ ୩୮.୪ ଡ଼ିଗ୍ରୀ, ଗୋପାଳପୁରରେ ୩୭.୫ ଡ଼ିଗ୍ରୀ, ବାଲେଶ୍ବରରେ ୩୬.୨ ଡିଗ୍ରୀ, ପୁରୀରେ ୩୬ ଡ଼ିଗ୍ରୀ, ଏବଂ ପାରାଦୀପରେ ୩୩.୬ ଡ଼ିଗ୍ରୀ ରେକର୍ଡ କରାଯାଇଛି ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories