www.samajalive.in
Thursday, December 11, 2025
14.1 C
Bhubaneswar

ମୁକ୍ତିଲାଭ କଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’

ମୁମ୍ୱାଇ : ସବୁ ପ୍ରତୀକ୍ଷାର ଅନ୍ତଘଟାଇ ମୁକ୍ତିଲାଭ କରିଛି ଫିଲ୍ମ ‘ଆଦିପୁରୁଷ’। ପ୍ରଥମ ଦିନରେ ସାରା ଦେଶରେ ହିନ୍ଦୀ, ତେଲୁଗୁ, ତାମିଲ ସମେତ ୫ଟି ଭାଷାରେ ରିଲିଜ୍ ହୋଇଛି ବାହୁବଳୀ ଫେମ୍ ପ୍ରଭାସଙ୍କ ‘ଆଦିପୁରୁଷ’। ପ୍ରଥମ ଦିନ ପାଇଁ ପାଖାପାଖି ୭ ଲକ୍ଷରୁ ଅଧିକ ମଲ୍ଟି ଫ୍ଲେକ୍ସ ଓ ଅଢ଼େଇ ଲକ୍ଷରୁ ଅଧିକ ଟିକେଟ୍ ଆଗୁଆ ବୁକିଂ ହୋଇଛି। ପ୍ରଥମ ଥର ପାଇଁ ରାମାୟଣକୁ ସିଲଭର୍ ସ୍କ୍ରିନରେ ରିଲିଜ୍ କରାଯାଇଛିା ଆକ୍ସନ ଷ୍ଟାର ପ୍ରଭାସଙ୍କୁ ପ୍ରଭୁ ଶ୍ରୀରାମଙ୍କ ଚରିତ୍ରରେ ଦେଖି ବେଶ୍ ଉତ୍ସାହିତ ହୋଇଛନ୍ତି ଦର୍ଶକ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories