www.samajalive.in
Saturday, December 13, 2025
14.1 C
Bhubaneswar

ସାପ କାମୁଡି ମହିଳା ମୃତ

ପାତ୍ରପୁର: ପାତ୍ରପୁର ବ୍ଳକ ସାମନ୍ତିଆ ପଲୀ ପଞ୍ଚାୟତ ମୁଣ୍ଡକେରି ଗ୍ରାମରେ ଶୁକ୍ରବାର ସାପ କାମୁଡାରେ ସନ୍ଧ୍ୟାରାଣୀ ପଣ୍ଡାଙ୍କ ମୃତ୍ୟୁ ହୋଇଛି। ସନ୍ଧ୍ୟାରେ ରୋଷେଇ କରୁଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେବାରୁ ସେ ଗୁରୁତର ହୋଇପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପାତ୍ରପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories