www.samajalive.in
Friday, December 12, 2025
14.1 C
Bhubaneswar

ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଚାନ୍ଦିପୁଟ : ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପାଞ୍ଚଆମ୍ବ ଛକରେ ଥିବା ଏକ ଫାଷ୍ଟ ଫୁଡ୍ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଜିନିଷ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ମୋହନା ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆକୁ ଆୟତ୍ତ କରିଛନ୍ତି। ସୂଚନା ଅନୁଯାୟୀ  ପାଞ୍ଚ ଆମ୍ବ ଛକରେ ଥିବା ବାସୁଦେବ ବିଷୋୟୀରତ୍ନଙ୍କ ଫାଷ୍ଟ ଫୁଡ୍ ଦୋକାନରେ ଅଚାନକ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ନିଆ ପୁରା ଦୋକାନକୁ ବ୍ୟାପି ଯାଇଥିଲା। ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିବା ସହ ତୁରନ୍ତ ବାସୁଦେବ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ଅଧିକାରୀ ତାରାକାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ତାଙ୍କ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁ ଲିଭିବା ପୁର୍ବରୁ ଦୋକାନରେ ଥିବା ବହୁ ଜିନିଷ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଅଗ୍ନିଶମ ଅଧିକାରୀ କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories