www.samajalive.in
Friday, December 12, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ଯାଜପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ରାଜନେତା ଅନାଦି ଚରଣ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଜନପ୍ରତିନିଧି ଭାବେ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories