www.samajalive.in
Saturday, December 6, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ

ବାରିପଦା: ମୟୂରଭଞ୍ଜ ବାରିପଦା ଉପଜିଲାପାଳ କାର୍ଯ୍ୟାଳୟର ରାଜସ୍ବ ସହାୟକ ରାମଚନ୍ଦ୍ର ସେନ୍ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସୂୂଚନା ଅନୁସାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । କୁଳିଆନା ପଢ଼ିଆରିପୁରରେ ଥିବା ୪ ମହଲା କୋଠା, ରଘୁନାଥଗଞ୍ଜରେ ଥିବା ୩ ମହଲା କୋଠାରେ ରେଡ୍ ହୋଇଛି । ଏଠାରେ ଏକ ଫିଜିଓଥେରାପି କ୍ଲିନିକ ମଧ୍ୟ ରହିଛି । ବାରିପଦାସ୍ଥିତ ଅଫିସ ଚାମ୍ବର, ସାମଖୁଣ୍ଟା ତହସିଲ ଅଫିସରେ ଥିବା ପୁଅର ଚାମ୍ବର ଓ ବାରିପଦା ଟାଉନ ତୁଳସୀ ଚଉରାରେ ଥିବା ସମ୍ପର୍କୀୟଙ୍କ ଘରେ ବି ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories