www.samajalive.in
Sunday, December 7, 2025
23.1 C
Bhubaneswar

ବାହାନଗା ଟ୍ରେନ ଦୁର୍ଘଟଣା : କଟକ ଏସ୍‌ସିବିରେ ଚିକିତ୍ସାଧୀନ ଥିବା ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ବାଲେଶ୍ବର : ବାଲେଶ୍ୱର ଜିଲା ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୋହେଲ ମନସୁର। ତାଙ୍କ ଘର ବିହାରରେ। ଏସ୍‌ସିବିର ଟ୍ରମା ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଥିଲା। ଏହି ଘଟଣାରେ ମୃତକଙ୍କ ସଂଖା ୨୯୧କୁ ବଢ଼ିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories