www.samajalive.in
Friday, December 5, 2025
27.1 C
Bhubaneswar

କବର ପାଇଁ ଭଡ଼ା

ମଧ୍ୟଆମେରିକାର ଗୁଏତମାଲା ଦେଶରେ ଏକ ଅଜବ ରୀତିନୀତି ଦେଖିବାକୁ ମିଳେ। ସେଠାରେ ପ୍ରିୟଜନଙ୍କ ମୃତ୍ୟୁ ପରେ କବରସ୍ଥାନରେ କବର ଦିଆଯିବା ପରେ ଭଡ଼ା ଦେବାକୁ ପଡ଼େ। ଯଦି କେହି ଭଡ଼ା ଦେବାକୁ ସମର୍ଥ ନୁହେଁ, ତେବେ କବରରୁ ମୃତଦେହକୁ ବାହାର କରି ସାମୂହିକ ସ୍ଥାନରେ କବର ଦିଆଯାଏ। ତା’ ବଦଳରେ ଅନ୍ୟ ଏକ ମୃତଦେହକୁ ସେହି ସ୍ଥାନରେ କବର ଦିଆଯିବାର ନିୟମ ରହିଛି। ସତ କଥାଟି ହେଉଛି, ଗୁଏତମାଲାରେ ସ୍ଥାନ ଅଭାବ ଯୋଗୁ ଅନେକ ମହଲାବିଶିଷ୍ଟ କବରସ୍ଥାନ କରାଯାଇ ଏଭଳି ବିଚିତ୍ର ନୀତିନିୟମ ଲାଗୁ କରାଯାଇଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories