www.samajalive.in
Saturday, December 6, 2025
26.1 C
Bhubaneswar

ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଚେନ ଓ ବ୍ରେସଲେଟ

ଭୁବନେଶ୍ବର : ରାଜଧାନୀରେ ଗତକାଲି ବର୍ଷା ପବନ ପ୍ରବଳ ହୋଇଥିଲା। ଫଳରେ ବିଦ୍ୟୁତ୍‌ ବ୍ୟାହତ ବି ହୋଇଥିଲା। ଏହାର ସୁଯୋଗ ନେଇ ଗତକାଲି ବିଳମ୍ବିତ ରାତିରେ ଘର ଆଗରୁ ବନ୍ଧୁକ ଦେଖାଇ ଲୁଟି ନେଲେ ସୁନା ଚେନ ଓ ବ୍ରେସଲେଟ୍‌। ବାଇକରେ ୩ ଜଣ ଲୁଟେରା ମୁହଁରେ ରୁମାଲ ବାନ୍ଧି ଆସି ଲୁଟ କରିଛନ୍ତି । ବିରୋଧ କରିବାରୁ ଧାରୁଆ ଛୁରୀରେ ଆକ୍ରମଣ କରିଥିଲେ ଲୁଟେରା ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories