www.samajalive.in
Tuesday, December 9, 2025
17.1 C
Bhubaneswar

‘ର’ ମୁଖ୍ୟ ହେବେ ରବି ସିହ୍ନା

ନୂଆଦିଲ୍ଲୀ : ରିସର୍ଚ୍ଚ ଆଣ୍ଡ ଆନାଲିସିସ ୱିଙ୍ଗ (ର) ର ନୂଆ ମୁଖ୍ୟ ଭାବେ ୧୯୮୮ ବ୍ୟାଚ୍‌ ଆଇପିଏସ୍‌ ରବି ସିହ୍ନାକୁ ନିଯୁକ୍ତ କରାଯାଇଛି। ସେ ଛତିଶଗଡ କ୍ୟାଡରର ୧୯୮୮ ବ୍ୟାଚ ଆଇପିଏସ୍‌ ଅଧିକାରୀ। କ୍ୟାବିନେଟର ନିଯୁକ୍ତି କମିଟି ସିହ୍ନାଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ବର୍ତ୍ତମାନର ‘ର’ମୁଖ୍ୟ ସାମନ୍ତ ଗୋଲଲଙ୍କର କାର୍ଯ୍ୟକାଳ ଜୁନ ୩୦ରେ ସମାପ୍ତ ହେବା ପରେ ରବି ସିହ୍ନା କାର୍ଯ୍ୟଭାର ସମ୍ଭାଳିବେ। ଶ୍ରୀଯୁକ୍ତ ସିହ୍ନା ଏହି ପଦରେ ୨ ବର୍ଷ କାର୍ଯ୍ୟ କରିବେ ବୋଲି ଜଣାପଡ଼ିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories