www.samajalive.in
Monday, December 8, 2025
13.1 C
Bhubaneswar

ସଙ୍କଟରେ ଗୋ ଫାଷ୍ଟ : ୨୨ ଜୁନ୍‌ ପର୍ଯ୍ୟନ୍ତ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ : ଏବେ ସଙ୍କଟ ଦେଇ ଗତି କରୁଛି ଗୋ ଫାଷ୍ଟ। ଆର୍ଥିକ ସଙ୍କଟ କାରଣରୁ ଏବେ ୨୨ ଜୁନ ପର୍ଯ୍ୟନ୍ତ ବିମାନ ଉଡ଼ାଣ ବାତିଲ କରିଥିବା କମ୍ପାନୀ ପକ୍ଷରୁ ସୂଚନା ମିଳିଛି। କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ୨୨ଜୁନ ୨୦୨୩ ପର୍ଯ୍ୟନ୍ତ ଗୋ ଫାଷ୍ଟର ନିର୍ଦ୍ଧାରିତ ବିମାନ ବାତିଲ କରାଯାଇଛି। ବିମାନ ବାତିଲ ହେତୁ ଯାତ୍ରୀଙ୍କ ଅସୁବିଧା ପାଇଁ ଆମେ କ୍ଷମା ମାଗୁଛୁ। ପରବର୍ତ୍ତୀ ସମୟରେ ଆମେ ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଉଛୁ।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories