www.samajalive.in
Tuesday, December 9, 2025
16.1 C
Bhubaneswar

ବିଜେପି ସହିତ ନିର୍ବାଚନ ଲଢ଼ିବୁ : ସିନ୍ଦେ

ମୁମ୍ବାଇ : ଶିବସେନାର ପ୍ରତିଷ୍ଠା ଦିବସରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କହିଛନ୍ତି ଯେ ତାଙ୍କ ଦଳ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ବିଜେପି ସହିତ ଲଢିବ। ନିର୍ବାଚନରେ ତାଙ୍କ ଦଳ ଭଲ ପ୍ରଦର୍ଶନ କରିବ ବୋଲି ସେ ଆଶାବାଦୀ ଅଛନ୍ତି। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଶିନ୍ଦେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଉପରେ ବର୍ଷିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories