ନୂଆଦିଲ୍ଲୀ : ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭିଏତନାମର ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ ଫାନ ୱାନ ଜିଆଙ୍ଗଙ୍କ ସହ ଏକ ବିଶେଷ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାରେ ବିଭିନ୍ନ ପ୍ରସଙ୍ଗ ସହିତ ଭିଏତନାମର ନୌସେନାକୁ ଭାରତ ସ୍ବଦେଶୀ ନିର୍ମିତ କ୍ଷେପଣାସ୍ତ୍ର ଯୁଦ୍ଧ ଜାହାଜ ଆଇଏନ୍ଏସ୍ କୃପାଣ ଉପହାର ଦେବ ବୋଲି ଘୋଷଣା କରିଛି। ଜିଆଙ୍ଗ ଏବେ ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ମିଳିଛି।
Popular Categories



