www.samajalive.in
Monday, December 8, 2025
24.1 C
Bhubaneswar

ଏଟିଏମ ତାଡ଼ି ଲୁଟ

ଖୋର୍ଦ୍ଧା : ଖୋର୍ଦ୍ଧା ଟାଉନ୍‍ ଥାନା ତୁଳସୀପୁରରେ ଏକ ଏଟିଏମରୁ ଲୁଟ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି। ସୂଚନା ଅନୁଯାୟୀ ଦୁର୍ବୃତ୍ତମାନେ ଇଣ୍ଡିକେଶ ଏଟିଏମ୍‍ ଭିତରେ ପଶି ଭଙ୍ଗାରୁଜା କରିବା ସହ ଏଟିଏମ୍‍ ତାଡ଼ି ନେଇ ପଳାଇଥିବା ଜଣାପଡ଼ିଛି। ଏଟିଏମରେ କେତେ ଟଙ୍କା ଥିଲା ଏପର୍ଯ୍ୟନ୍ତ ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories