www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ୧୨ ଘଣ୍ଟିଆ ବଲାଙ୍ଗୀର ସଦର ମହକୁମା ବନ୍ଦ ଡାକରା

ବଲାଙ୍ଗୀର: ଆଜି ୧୨ ଘଣ୍ଟିଆ ବଲାଙ୍ଗୀର ସଦର ମହକୁମା ବନ୍ଦ ଡାକରା ଦିଆଯାଇଛି। ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ପଶ୍ଚିମ ଓଡିଶା ମହିଳା ସଙ୍ଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦର ପ୍ରଭାବରେ ଚକଅଖ ବନ୍ଦ ସହ ପିକେଟିଂ କରି ଆନ୍ଦୋଳନକାରୀ ମୁଖ୍ୟ ଡାକଘର ବନ୍ଦ କରିଛନ୍ତି।

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories