www.samajalive.in
Friday, December 12, 2025
26.1 C
Bhubaneswar

ଯୌନ ନିର୍ଯ୍ୟାତନା ମାମଲା : କଲିକତାରେ ସୌରିନ୍‌ଙ୍କୁ ପାଇଲାନି କମିସନରେଟ୍ ପୁଲିସ

କଟକ: ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କଲିକତାସ୍ଥିତ ଘରୁ ଖାଲି ହାତରେ ଫେରିଛି କମିସନରେଟ୍ ପୁଲିସ। ବୁଧବାର ରାତିରେ ପୁଲିସ ଚଢ଼ାଉ କରିଥିଲେ ମାତ୍ର ସୌରିନ୍‌ ଘରେ ନ ଥିଲେ। ସେ ଦିଲ୍ଲୀରେ ଅଛନ୍ତି ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି। ଜଣେ ମହିଳା ଏସ୍‌ଆଇଙ୍କ ନେତୃ୍ତ୍ବରେ ୫ ଜଣିଆ ଟିମ୍ ସୌରିନ୍‌ ଙ୍କୁ ଖୋଜିବାକୁ କଲିକତା ଯାଇଥିଲେ। ସୌରିନ୍‌ଙ୍କ ଘରେ ପହଞ୍ଚିବା ପରେ କଲିକତା ପୁଲିସ୍‌ ମଧ୍ୟ ଏଥିରେ ତାଙ୍କୁ ସହଯୋଗ କରିଥିଲେ। ସୂଚନାଯୋଗ୍ୟ, କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବିରୋଧରେ ଯୌନ ନିର୍ଯ୍ୟାନତା ମାମଲା ରୁଜୁ ହୋଇଛି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories