www.samajalive.in
Saturday, December 13, 2025
21.1 C
Bhubaneswar

ଗୁଣ୍ଡିଚା ମନ୍ଦିରରେ ମତ୍ସ୍ୟ ଓ କତ୍ସପ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ବୌଦ୍ଧ : ରଥଯାତ୍ରାପରେ ଗୁଣ୍ଡିଚା ମନ୍ଦିରରେ ଦିନକ ବିଶ୍ରାମ ପରେ ଅବତାରୀ ବେଶରେ ଚତୁର୍ଦ୍ଧାମୂର୍ତ୍ତି ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳୁ ଠାକୁରମାନଙ୍କ ନୀତିକାନ୍ତି ସମାପନ ପରେ ମଧ୍ୟାହ୍ନ ଭୋଗ ଲାଗି ହୋଇଥିଲା। ପରମ୍ପରା ଅନୁଯାୟୀ ବ୍ରାହ୍ମଣ ସେବକମାନେ ପ୍ରସାଦ ସେବନ କରିବାପରେ ଉପସ୍ଥିତ ସର୍ବସାଧାରଣଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା। ପରେ ବେଶକାରୀ ସେବକମାନେ ତିନି ଠାକୁରଙ୍କୁ ମତ୍ସ୍ୟ ଓ କତ୍ସପ ବେଶରେ ସଜ୍ଜିତ କରିଥିଲେ।

ବର୍ଷା ସତ୍ୱେ ତିନି ଠାକୁରଙ୍କ ମନଲୋଭା ଅବତାରୀ ବେଶ ଦର୍ଶନ କରିବା ପାଇଁ ଗୁଣ୍ଡିଚା ମନ୍ଦିର ପରିସରରେ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ହୋଇଥିଲା। ଦେବତ୍ତୋର ଓ ସଂସ୍କୃତି ବିଭାଗର ମିଳିତ ଆନୂକୁଲ୍ୟରେ ଗୁଣ୍ଡିଚାମନ୍ଦିରଠାରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଛି।

Hot this week

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

Related Articles

Popular Categories