www.samajalive.in
Wednesday, December 10, 2025
26.1 C
Bhubaneswar

ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଆଜି ଦାରୁବ୍ରହ୍ମଙ୍କ ଶ୍ରୀମୁଖ ସିଂହାର (ବନକଲାଗି) ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ଵିତୀୟ ଭୋଗ ମଣ୍ଡପ ପରେ ସନ୍ଧ୍ୟାରେ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଏହି ସମୟରେ ଭକ୍ତ ମାନେ ଗୁଣ୍ଡିଚା ମନ୍ଦିରକୁ ଯାଇ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ପାରିବେ। ବନକଲାଗି ଶେଷ ହେବା ପରେ ଶ୍ରୀ ଜୀଉଙ୍କୁ ମହାସ୍ନାନ କରାଯିବ। ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି, ବଡ ସିଂହାର ବେଶ, ବଡ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ। ଏହାଛଡା ଅଧର ପୋଛା ନୀତି ଅନୁଷ୍ଠିତ ହେବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories