www.samajalive.in
Sunday, December 7, 2025
14.1 C
Bhubaneswar

ବିଦ୍ୟୁତ ଆଘାତରେ ଶାଶୁ-ବୋହୂ ମୃତ

ସମ୍ବଲପୁର : ସମ୍ବଲପୁର ଜିଲା ଯୁଯୁମୁରା ଥାନା ଲିପିଣ୍ଡା ପଞ୍ଚାୟତ ଡାବ୍‌‌ତଇଲା ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟୁତ ଆଘାତରେ ଚାଲି ଯାଇଛି ୨ ଜଣଙ୍କ ଜୀବନ। ମୃତକ ୨ ଜଣ ମହିଳା ହୋଇଥିବା ବେଳେ ସେମାନେ ସମ୍ପର୍କରେ କାକୀ ଶାଶୁ ଓ ବୋହୂ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ସୂଚନାନୁଯାୟୀ, ବୋହୂ ଜଣଙ୍କ ପାଣି ମଟର ଚଳାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ଶାଶୁ ମଧ୍ୟ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ। ଫଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories