www.samajalive.in
Sunday, December 14, 2025
14.1 C
Bhubaneswar

ଯୁବ ସମାଜସେବୀଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର : ଚାରବାଟିଆ ହାଉସିଂବୋର୍ଡ଼ ବାସିନ୍ଦା ଯୁବ ସମାଜସେବୀ ମାନସ ରଞ୍ଜନ ସାମନ୍ତରାୟଙ୍କ ଅକାଳ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ଶୁକ୍ରବାର ସ୍ଥାନୀୟ କମ୍ୟୁନିଟି ୱେଲଫେୟାର ସେଣ୍ଟରରେ ଅନୁଷ୍ଠିତ ହୋଇ ଯାଇଛି । ଶିକ୍ଷାବିତ୍ ଅକ୍ଷୟ କୁମାର ମିଶ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ସ୍ମୃତିଚାରଣ ସଭାରେ ଦୁର୍ଯ୍ୟୋଧନ ଶତପଥୀ, ଅରୁଣ ପଟ୍ଟନାୟକ, ଡା. ମଇଉଦ୍ଦିନ୍, ବୈଷ୍ଣବ ଚରଣ ପ୍ରଧାନ, ବିଶ୍ୱକଲ୍ୟାଣ ଦାସ, ବିଜୟ କୁମାର ମହାନ୍ତି, ଭବାନୀ ଶଂକର ସ୍ୱାଇଁ, ଦିବ୍ୟଜ୍ୟୋତି ପାଣି, ଅକ୍ଷୟ ଭୁୟାଁ, ଚନ୍ଦ୍ର ପ୍ରକାଶ ପଟ୍ଟନାୟକ, ଭାନୁମତୀ ଦାସ, ଅନୁପମା ଦାସ, ସୁଜାତା ମିଶ୍ର ପ୍ରମୁଖ ସ୍ୱର୍ଗତ ସାମନ୍ତରାୟଙ୍କ ସ୍ମୃତିଚାରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଦିବାକର ପାଣିଗ୍ରାହୀ, ରାଜନ୍ ନାମ୍ବିଆର, ୱିଲି ମନ୍ତ୍ରୀ,ବିକାଶ ରାୟ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

Related Articles

Popular Categories