www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ମଣିପୁର ହିଂସାକୁ ନେଇ ସର୍ବଦଳୀୟ ବୈଠକ ଡାକିଲେ ଅମିତ ଶାହା.. ଅପରାହ୍ଣ ୩ଟାରେ ଦିଲ୍ଲୀରେ ବସିବ ବୈଠକ..

ପୁରୀ : ଉତ୍ସବ ଆପ୍‌‌ରେ ଠକେଇ ଅଭିଯୋଗ ଘଟଣା..

- Advertisement -

ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖିଲା ସିଂହଦ୍ୱାର ଥାନା..

ଘଟଣାର ସତ୍ୟତା ଉପରେ ତଦନ୍ତ କରି ରିପୋର୍ଟ ଦେବାକୁ ଚିଠି..

ଦୁଇ ଦିନିଆ ଇଜିପ୍ଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଆମେରିକା ଗସ୍ତ ସାରି ଇଜିପ୍ଟ ଗଲେ..

କାଏରୋରେ ପୁଲିସ ଯୁଦ୍ଧ ସ୍ମାରକୀସ୍ଥଳ କରିବେ ପରିଦର୍ଶନ..

ପ୍ରଥମ ବିଶ୍ୱଯୁଦ୍ଧରେ ସହିଦ୍‌‌ ଭାରତୀୟ ସୈନିକଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି..

ଭୁବନେଶ୍ୱର : ଟ୍ୱିନ ସିଟି ସହ ରାଜ୍ୟର ଅନେକ ସ୍ଥାନରେ ଲାଗି ରହିଛି ମୌସୁମୀ ବର୍ଷା..

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories