www.samajalive.in
Saturday, December 13, 2025
26.1 C
Bhubaneswar

ଆହୁରି ୪ ଦିନ ବର୍ଷିବ

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଅନେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳର ଅତିପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories