www.samajalive.in
Saturday, December 13, 2025
26.1 C
Bhubaneswar

୫ଟା ସୁଦ୍ଧା ମୁଖ୍ୟ ଖବର

-‘ଉତ୍ସବ’ ଆପକୁ ନେଇ ପୁରୀ ପୁଲିସର ମତ ଲୋଡିଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ଥାନା ପକ୍ଷରୁ ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି । ମନ୍ଦିର ପ୍ରଶାସନର ରିପୋର୍ଟ ମିଳିବା ପରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ …..

-ରୁଷ୍‌ : ଭ୍ଲାଦିମିର ପୁଟିନଙ୍କ ବିରୋଧରେ ତେଜୁଛି ବିଦ୍ରୋହ…..

- Advertisement -

-ଗୁଜରାଟରେ ଖୋଲିବ ଗ୍ଲୋବାଲ ଫିଣ୍ଟେକ ଅପରେସନ ସେଣ୍ଟର । ବହୁରାଷ୍ଟ୍ରୀୟ ଟେକ୍ନୋଲୋଜି କମ୍ପାନୀ ଗୁଗୁଲ ଗୁଜରାଟର ଅନ୍ତର୍ଜାତୀୟ ଫାଇନାନ୍ସ ଟେକ(ଗିଫ୍ଟ) ସିଟିରେ ଏହାର ଗ୍ଲୋବାଲ ଫିଣ୍ଟେକ ଅପରେସନ ସେଣ୍ଟର ପ୍ରତିଷ୍ଠା କରିବାକୁ ପିଚାଇଙ୍କ ଘୋଷଣା…

-ପ୍ରାକୃତିକ ଦୁର୍ବିପାକ କମିଟି ବୈଠକ : ୨୪ ଘଣ୍ଟା କାର୍ଯ୍ୟ କରିବ ଜିଲାସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ…..

-ଭୁବନେଶ୍ବର ସ୍ପେସାଲ କୋର୍ଟଙ୍କ ରାୟ : ପତ୍ନୀ ହତ୍ୟା ମାମଲାରେ ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ : ୧୯୯୫ ମସିହାରେ ପତ୍ନୀଙ୍କ ମୃତ୍ୟୁ ହୋଇଥିଲା। ଖାରବେଳନଗରସ୍ଥିତ ଘରୁ ପତ୍ନୀଙ୍କ ପୋଡ଼ା ମୃତ ଦେହ ଉଦ୍ଧାର ହୋଇଥିଲା। ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ ଆଧାରରେ ଦୋଷୀ ସାବ୍ୟସ୍ତ…….

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories