www.samajalive.in
Sunday, December 14, 2025
19.1 C
Bhubaneswar

ଓଡ଼ିଶା ମୋଟର ଚାଳକ ସଂଘ ତରଫରୁ ଆର୍ଥିକ ସହାୟତା

ଫୁଲବାଣୀ: କନ୍ଧମାଳ ଜିଲ୍ଲା ରାଇକିଆର ଓଡିଶା ମୋଟର ଚାଳକ ସଂଘର ବରିଷ୍ଠ ସଦସ୍ୟ ଶତ୍ରୁଘ୍ନ ନାୟକଙ୍କର ଗତ ୧୩ ତାରିଖ ଦିନ ମୃତ୍ୟୁ ଘଟିଥିଲା। ଶନିବାର ରାଜ୍ୟ ସଂଘ ତରଫରୁ କନ୍ଧମାଳ ଜିଲ୍ଲା ସଭାପତି ବାସୁଦେବ କହଁର, ପରାମର୍ଶଦାତା ଶୁକଦେବ ଦେହୁରୀ, କୋଷାଧ୍ୟକ୍ଷ ନରେନ୍ଦ୍ର ନାୟକ, କଲ୍ୟାଣ ପାଣ୍ଠି ସଂଯୋଜକ ଅନନ୍ତ ମାଝୀ, ଜିଲ୍ଲା ସଂଗଠନ ସମ୍ପାଦକ ଗୋପାଳ ରାଓ, ରାଇକିଆ ଶାଖା ସଭାପତି ହେରଜ୍ ନାୟକ, ଉପସଭାପତି ଶଙ୍କର ବେହେରାଙ୍କ ସମେତ ସଂଘ ସଦସ୍ୟ ମାନେ ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସ୍ବର୍ଗତ ଶତ୍ରୁଘ୍ନ ନାୟକଙ୍କ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିଲା। ସ୍ୱର୍ଗତ ଶତୃଘ୍ନ ନାୟକ ସଂଘର ସକ୍ରିୟ ସଦସ୍ୟ ଭାବେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରି ଆସୁଥିଲେ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories