www.samajalive.in
Thursday, December 11, 2025
14.1 C
Bhubaneswar

୧୫ନଂ ଜୋନ ପାଇଁ ମୋ ଘର ସଚେତନତା

ତିଗିରିଆ: ତିଗିରିଆ ବ୍ଳକର ୧୫ ନଂ ଜୋନର ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାରଙ୍କ ମୋ ଘର ଯୋଜନା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ତିଗିରିଆ ବ୍ଳକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଣବ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା କୃଷି ମତ୍ସ୍ୟ ପଶୁସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ରାଜ୍ୟ ସରକାରଙ୍କ ପ୍ରଚଳିତ ମୋ ଘର ଯୋଜନା ସମ୍ପର୍କରେ ସଚେତନ କରିଥିଲେ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories