www.samajalive.in
Friday, December 12, 2025
23.1 C
Bhubaneswar

ସକାଳ ୯ଟା – ମୁଖ୍ୟ ଖବର

(୧) ଆଜି ଦକ୍ଷିଣ ମୋଡ଼ ନେବେ ଶ୍ରୀଜୀଉଙ୍କ ତିନି ରଥ, ନାକଚଣା ଦ୍ୱାରା ସମ୍ମୁଖ ଶରଧାବାଲିକୁ ତିନି ରଥକୁ ନିଆଯିବ
(୨) କଟକ-ଚାନ୍ଦବାଲି ରାସ୍ତାର ଭୁଇଁପୁର ନିକଟରେ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା କାର
– ୫ ଗୁରୁତରଙ୍କୁ କଟକ ଏସସିବି ସ୍ଥାନାନ୍ତର
– ସମସ୍ତ ଆହତ ରାଜକନିକା କୋଇଲିପୁର ଗାଁର ହୋଇଥିବା ସୂଚନା
(୩) ମୌସୁମୀ ପ୍ରଭାବରେ ରାଜ୍ୟର ଅନେକ ଅଂଚଳରେ ବର୍ଷା ଲାଗି ରହିଛି
– ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି
– ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ସତର୍କତା ଜାରି
– ଢେଙ୍କାନାଳ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ସମ୍ବଲପୁର, ଝାରସୁଗୁଡା, ସୁବର୍ଣ୍ଣପୁର, ନୂଆପଡା, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାକୁ ଆଲର୍ଟ ଜାରି
(୪) ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ
(୫) ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ବିରୋଧରେ ବିଦ୍ରୋହ ଥମିଲା
– ବେଲାରୁଷ ରାଷ୍ଟ୍ରପତିଙ୍କ ମଧ୍ୟସ୍ଥତା ପରେ କ୍ୟାମ୍ପକୁ ଫେରିଲେ ବିଦ୍ରୋହୀ ୱାଗନର ଗ୍ରୁପ୍‌
(୬) ଶିମିଳିପାଳ ଡେପୁଟି ରେଞ୍ଜର ହତ୍ୟା ମାମଲାରେ୧୦ ଜଣ ଶିକାରୀଙ୍କୁ ଗିରଫ କଲା ମୟୂରଭଞ୍ଜ ପୁଲିସ
(୭) ବାଙ୍କୀ ବୈଦେଶ୍ୱର-କୋଟ ରାସ୍ତାରେ ଦୁର୍ଘଟଣା
– ହାଇୱା ଧକ୍କାରେ ୧ ମୃତ, ୨ ଗୁରୁତର

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories