www.samajalive.in
Wednesday, December 10, 2025
14.1 C
Bhubaneswar

ଦିଗପହଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣା : ୧୨ ମୃତ

ଡେସ୍କ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏକ ଓଏସଆରଟିସି ବସ୍ ଓ ଘରୋଇ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଏହି ଅଘଟଣ ଘଟିଛି । ଏଥିରେ ୮ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତମାନଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛି।

ଏକ ବିବାହ ଉତ୍ସବ ସାରି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ଏବଂ ଓଏସଆରଟିସି ବସଟି ଗୁଡାରୀରୁ ଭୁବନେଶ୍ବର  ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ୪ଜଣ ମହିଳା ଓ ୨ଜଣ ଶିଶୁଙ୍କ ସମେତ ମୋଟ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଆହତଙ୍କ ଚିକିତ୍ସା ପାଇଁ ୩୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories