www.samajalive.in
Saturday, December 13, 2025
26.1 C
Bhubaneswar

ବଜ୍ରାଘାତରେ ୨ ବଳଦ ମୃତ

କାମାକ୍ଷାନଗର : କାମାକ୍ଷାନଗର ଉପଖଣ୍ଡ କଙ୍କଡ଼ାହାଡ଼ ବ୍ଲକ କଣ୍ଟାପାଳ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାଲିସାହିରେ ବଜ୍ରପାତ ଘଟିବାରୁ କଣ୍ଟା ପାଳ ଗ୍ରାମର କାଜୁ ବାଗିଚା ପାଖରେ ଗୟାଧର ପାତ୍ରଙ୍କ ଦୁଇଟି ବଳଦର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବରପାଇ କଣ୍ଟା ପାଳ ଗ୍ରାମ ପଞ୍ଚାୟତର ସରପଞ୍ଚ ଓ ସ୍ଥାନୀୟ ଆରଆଇ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରି ସରକାରୀ ସହାୟତା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories