www.samajalive.in
Tuesday, December 9, 2025
15.1 C
Bhubaneswar

୫ଟା ସୁଦ୍ଧା ମୁଖ୍ୟ ଖବର

-ନୂଆଦିଲ୍ଲୀ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଣିପୁର ସ୍ଥିତିକୁ ନେଇ ଏକ ସର୍ବଦଳୀୟ ବୈଠକ ଡାକିଥିଲେ। ଏହି ବୈଠକ ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଥିବା ସୂଚନା। ଏହି ବୈଠକରେ ୧୮ଟି ରାଜନୈତିକ ଦଳ ସାମିଲ….

-ଦିଗପହଣ୍ଡି ବସ୍‌ ଦୁର୍ଘଟଣା ଘଟଣା : ଓଏସଆରଟିସି ବସ ଚାଳକକୁ ଭୁବନେଶ୍ୱରରୁ ଉଠାଇନେଲା ଦିଗପହଣ୍ଡି ପୁଲିସ

- Advertisement -

-ପ୍ରବଳ ବର୍ଷା : ହିମାଚଳ ପ୍ରଦେଶରେ ହେଲା ଭୂସ୍ଖଳନ, ଫସିଲେ ୨୦୦ରୁ ଅଧିକ ଲୋକେ….
– ଟ୍ରାଫିକ୍ ଜାମ୍ ଆରମ୍ଭ ହେବା ସହ ବୁଲିବାକୁ ଯାଇଥିବା ଶହ ଶହ ଯାତ୍ରୀ ରାସ୍ତାରେ ଫସି ରହିଥିବା ସୂଚନା ..

-ନୂଆଦିଲ୍ଲୀ: ଆଜି ସକାଳେ ନୂଆଦିଲ୍ଲୀସ୍ଥିତ ଏକ ଡାକ୍ତରଖାନାରେ ‘ବିଜେପି’ ରାଜ୍ୟସଭା ସାଂସଦ ହରଦ୍ବାର ଦୁବେଙ୍କର ଦେହାନ୍ତ ହୋଇଥିବା ସୂଚନା। ୭୪ ବର୍ଷିୟ ହରଦ୍ବାର ଦୁବେ ଥିଲେ ଆଗ୍ରାର ବାସିନ୍ଦା। ଦୀର୍ଘ ଦିନ ହେବ ଅସୁସ୍ଥ ଥିବା ଦୁବେଙ୍କୁ ଚିକିତ୍ସା ନିମନ୍ତେ ଦିଲ୍ଲୀ ଅଣାଯାଇଥିଲା। ରାଜ୍ୟସଭା ସାଂସଦ ହେବା ପୂର୍ବରୁ ସେ ଉତ୍ତର ପ୍ରଦେଶ ସରକାର ଓ ରାଜ୍ୟର ଅନେକ ସଂଗଠନରେ ବିଭିନ୍ନ ପଦପଦବୀରେ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories