www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ସନ୍ଧ୍ୟା ୫ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ :  ଆଡପମଣ୍ଡରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ଆଡପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ୫ଟାରୁ ବନ୍ଦ ରହିବ। ନବମୀ ସନ୍ଧ୍ୟା ଦର୍ଶନ ୫ଟା ଯାଏଁ ଚାଲିବ। ୫ଟାରୁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ସୂଚନା ମିଳିଛି। ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ୫ଟାରୁ ଦର୍ଶନ ବନ୍ଦ କରାଯିବ। ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ନବମୀ ଦର୍ଶନ ହେବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories