www.samajalive.in
Saturday, December 6, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ସନ୍ଧ୍ୟା ୫ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ..

ଭୁବନେଶ୍ୱର : ୨୪ ଘଣ୍ଟାରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା..

- Advertisement -

ଦକ୍ଷିଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା..

ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶ ରାଣୀ କମଳାପତି ରେଳଷ୍ଟେସନରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କଲେ..

ଦିଗପହଣ୍ଡି ବସ୍‌‌ ଦୁର୍ଘଟଣା ଘଟଣା .. ଦୁର୍ଘଟଣାଗ୍ରସ୍ତ ଓଏସଆରଟିସି ବସ୍‌‌ ଚାଳକକୁ ଗିରଫ କଲା ପୁଲିସ..

କୋରାପୁଟ : କାରକୁ ଧକ୍କା ଦେଲା ଟ୍ୟାଙ୍କର .. ୩ ମୃତ..

ଗୋଟିଏ ପରିବାରର ବାପା,ମାଆ ଓ ଶିଶୁ କନ୍ୟା ମୃତ..

ପଟ୍ଟାଙ୍ଗୀ ଥାନା ପୁଙ୍ଗାର ଗାଁ ନିକଟ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା..

ବାରିପଦା : ବାରିପଦାରେ ବସ୍‌‌ ଓଲଟି ୧୦ଆହତ..

ମେଡିକାଲ କଲେଜ ରଙ୍ଗାମାଟିଆ ଛକରେ ଓଲଟିଲା ବସ୍‌‌..

ଉଦ୍ଧାର କାର୍ଯ୍ୟ କରାଯିବା ସହ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories