www.samajalive.in
Sunday, December 7, 2025
13.1 C
Bhubaneswar

ଭିଜିଲାନ୍ସ ଜାଲରେ ଦିଗପହଣ୍ଡି ରେଞ୍ଜର : ଗାଡ଼ିରୁ ମିଳିଲା ଲକ୍ଷେ ୫୮ ହଜାର ଟଙ୍କା

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଦିଗପହଣ୍ଡି ରେଞ୍ଜର କାହ୍ନୁଚରଣ ପଟ୍ଟନାୟକ। ସୂଚନା ଅନୁସାରେ, ରେଞ୍ଜରଙ୍କ ଗାଡ଼ିରୁ ମିଳିଛି ଲକ୍ଷେ ୫୮ ହଜାର ଟଙ୍କା । କାହ୍ନୁଚରଣ ପଟ୍ଟନାୟକଙ୍କ ଘର ସମେତ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟ, ସରକାରୀ ବାସଭବନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡିସ୍ଥିତ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା । ଗାଡ଼ିରୁ ନଗଦ ଲକ୍ଷେ ୫୮ହଜାର ଟଙ୍କା ଏବଂ ସରକାରୀ ବାସଭବନ ସମେତ ଘରୁ ମିଳିଛି ଟଙ୍କା । ରାତି ତମାମ ଭିଜିଲାନ୍ସ ଟିମ ତଦନ୍ତ କରୁଥିବା ବେଳେ ଦିଗପହଣ୍ଡି କାର୍ଯ୍ୟାଳୟ ଏବଂ ସରକାରୀ ବାସଭବନରେ ରାତି ୨ଟା ବେଳେ ୬ ଜଣିଆ ଟିମ୍ ଆସି ଫେରିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories