www.samajalive.in
Saturday, December 6, 2025
26.1 C
Bhubaneswar

ଗଛକୁ ପିଟିଲା ବରଯାତ୍ରୀ ଯାଉଥିବା ପିକ୍ଅପ୍ ଭ୍ୟାନ ; ଅଳ୍ପକେ ବର୍ତ୍ତିଲେ ୩୦ ଯାତ୍ରୀ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ପିପିଳିଆ ନିକଟରେ ବରଯାତ୍ରୀ ନେଇ ଯାଉଥିବା ଏକ ପିକ୍ଅପ୍ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବ ଗଛକୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ପିକ୍ଅପ୍ ଭ୍ୟାନରେ ଥିବା ୩୦ ବରଯାତ୍ରୀଙ୍କ ମଧ୍ୟରୁ ଦୁଇ ଜଣ ଆହତ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ସମସ୍ତ ବରଯାତ୍ରୀ। ଦୁଇ ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ ଏକ ମୁଣ୍ଡା ସମ୍ପ୍ରଦାୟର ବିବାହ ପାଇଁ ପାଟଣା ଥାନା ଡିଆନାଳି ଗ୍ରାମରୁ ୩୦ ବରଯାତ୍ରୀ ନେଇ ପିକ୍ଅପ୍ ଭ୍ୟାନ ଟି ପିପିଳିଆ ଗ୍ରାମକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ପିକ୍ଅପ୍ ଚାଳକ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଂଚି ତଦନ୍ତ ଚଳାଇଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories