www.samajalive.in
Saturday, December 6, 2025
15.1 C
Bhubaneswar

କେନ୍ଦୁପତ୍ର ଉପରୁ ଜିଏସ୍‌ଟି ପ୍ରତ୍ୟାହାର ଦାବି : ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିବାସୀ ଆଇନ ୨୦୦୬ ଆଧାରରେ ଆଦିବାସୀ କେନ୍ଦୁପତ୍ର ସଂଗ୍ରହ କରିଥାନ୍ତି। କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି ଆଦାୟ ହେଉଛି। ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ ସାମାଜିକ ସୁରକ୍ଷାକୁ ପ୍ରଭାବିତ କରୁଛି। ତେଣୁ କେନ୍ଦୁପତ୍ର ଉପରୁ ସଂପୂର୍ଣ୍ଣ ଜିଏସଟି ଛାଡ କରିବାକୁ ଦାବି ପୁଣିି ଦୋହରାଇଛନ୍ତି ନବୀନ। ପ୍ରକାଶ ଯେ, ଗତ ନଭେମ୍ବର ୨୫ତାରିଖରେ କେନ୍ଦ୍ରକୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories