www.samajalive.in
Sunday, December 7, 2025
23.1 C
Bhubaneswar

କୂଅରୁ ଭାଲୁ ଉଦ୍ଧାର

ହରଭଙ୍ଗା : କୂଅରୁ ଉଦ୍ଧାର ହେଲା ଜଙ୍ଗଲି ଭାଲୁ। ହରଭଙ୍ଗା ବ୍ଲକ ପୁରୁଣାକଟକ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଧଲପୁର ପଂଚାୟତର ବେଲପଦର ଗ୍ରାମର କୃଷ୍ଣ ମହାକୁଡ଼ଙ୍କ କୂଅରେ ଗତରାତିରେ ଏକ ଜଙ୍ଗଲି ଭାଲୁ ପଡିଯାଇଥିଲା । ଆଜି ସକାଳୁ ହରଭଙ୍ଗା ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପଂହଁଚି ଭାଲୁକୁ ଉଦ୍ଧାର କରିଥିବା ହରଭଙ୍ଗା ଅଗ୍ନିଶମ ଅଧିକାରୀ ହୃଷିକେଶ ପଟ୍ଟନାୟକ ସୂଚନା ଦେଇଛନ୍ତି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories