www.samajalive.in
Monday, December 8, 2025
27.1 C
Bhubaneswar

ଘାଟିରେ ଓଲଟିଲା ପିକ୍‌‌ଅପ୍‌‌ ଭ୍ୟାନ ; ୨ ମୃତ, ୧୦ ଆହତ

ଧର୍ମଗଡ : କଳାହାଣ୍ଡିର ଢୁଲୁ ଘାଟିରେ ଓଲଟିଲା ପିକ୍‌‌ଅପ୍‌‌ ଭ୍ୟାନ। ବୁଧବାର ଢୁଲୁ ଘାଟିରେ ପଣସ ବୋଝେଇ ପିକ୍‌‌ଅପ୍‌‌ ଭ୍ୟାନ ଓଲଟି ଚାଳକଙ୍କ ସହ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଆହତମାନେ କଳାହାଣ୍ଡିର ଜୟପାଟଣା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି।
ସୂଚନା ଯୋଗ୍ୟ,ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଝରିଗୁମା ଏରିଆରୁ କଳାହାଣ୍ଡି ଜିଲାର ଧନସୁଲି ଦୈନିକ ବଜାର ଯାଉଥିବା ସମୟରେ ଢୁଲୁଘାଟିରେ ପିକ୍‌‌ଅପ୍‌‌ ଭ୍ୟାନ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories