www.samajalive.in
Sunday, December 14, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ତିନି ରଥରେ ଆରମ୍ଭ ହେଲା ‘ଛେରା ପହଁରା ନୀତି’..

ଏକାମ୍ର କ୍ଷେତ୍ର ଭୂମି ପୂଜନ..

- Advertisement -

ଲିଙ୍ଗରାଜ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ..

ଆସନ୍ତାକାଲି ଛୁଟି ସତ୍ତ୍ୱେ ଅନୁଷ୍ଠିତ ହେବ କମନ ପିଜି ଏଣ୍ଟ୍ରାନ୍ସ..

ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ୩ଟି ସିଟିଂରେ ହେବ ପରୀକ୍ଷା..

ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍‌‌ ଜାରି..

ଜୁଲାଇ ୨ୟ ସପ୍ତାହରେ ଆଉ ଏକ ଲଘୁଚାପ ସମ୍ଭାବନା..

ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା..

କେନ୍ଦୁଝରରେ ବରଯାତ୍ରୀ ଉପରେ ମାଡି ଗଲା ଟ୍ରକ .. ୬ ଜଣଙ୍କ ମୃତ୍ୟୁ , ୭ ଜଣ ଆହତ..

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories