www.samajalive.in
Wednesday, December 10, 2025
16.1 C
Bhubaneswar

ଦେଶର ଅଧିକାଂଶ ସ୍ଥାନରେ ମୌସୁମୀ ବର୍ଷା ନାହିଁ

ନୂଆଦିଲ୍ଲୀ :  ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଦେଶର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇଛି। ଜୁନ୍‌ ମାସର ଶେଷ ସପ୍ତାହରେ ପ୍ରବଳ ବର୍ଷା ଯୋଗୁ ଦେଶରେ ସାମଗ୍ରିକ ବୃଷ୍ଟିପାତର ଅଭାବ ପୂରଣ ହୋଇଛି। ମିଳିଥିବା ରିପୋର୍ଟ ଅନୁସାରେ, ଦେଶର ୪୭ ଅଞ୍ଚଳରେ ମୌସୁମୀ ବର୍ଷା ହୋଇନାହିଁ। ନିଅଣ୍ଟିଆ ବର୍ଷା ଯୋଗୁ ଚାଷୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସମଗ୍ର ଦେଶରେ ଥିବା ୩୬ଟି ଉପ-ବିଭାଗ ଅଞ୍ଚଳ ମଧ୍ୟରୁ ୨୦ଟି ଅଞ୍ଚଳ ବର୍ଷା ଅଭାବର ସମ୍ମୁଖୀନ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ବିହାରରେ ବର୍ଷାର ଅଭାବ ୭୮ ପ୍ରତିଶତ କମ୍‌ ହୋଇଥିବାବେଳେ ପୂର୍ବ ଉତ୍ତରପ୍ରଦେଶ, ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗରେ ଏହା ୫୦ ପ୍ରତିଶତ କମ୍‌ ହୋଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories