www.samajalive.in
Tuesday, December 9, 2025
15.1 C
Bhubaneswar

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ

ଭୁବନେଶ୍ବର : ଆସନ୍ତା ୫ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମେଘୁଆ ରହିବା ସହ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଜୁଲାଇ ଦ୍ବିତୀୟ ସପ୍ତାହରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପୁଣି ମୌସୁମୀ ସକ୍ରିୟ ହୋଇପାରେ ବୋଲି ପାଣିପାଗ ପକ୍ଷରୁ ଆକଳନ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories