www.samajalive.in
Monday, December 8, 2025
17.1 C
Bhubaneswar

ସେପ୍ଟେମ୍ବର ସୁଦ୍ଧା ଶେଷ ହେବ ଅଯୋଧ୍ୟା ବିମାନବନ୍ଦର ନିର୍ମାଣ କାର୍ଯ୍ୟ

ଲକ୍ଷ୍ନୌ : ଅଯୋଧ୍ୟା ବିମାନବନ୍ଦର ନିର୍ମାଣ ସେପ୍ଟେମ୍ବର ସୁଦ୍ଧା ସରିବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏକ ଟୁଇଟ୍‌ରେ କହିଛନ୍ତି।
ପାଞ୍ଚ ଦିନ ପୂର୍ବେ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ (ଏଏଆଇ) ପକ୍ଷରୁ ସୂଚନା ଦିଆଯାଇଥିଲା ଯେ, ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ନିର୍ମାଣ ପାଇଁ ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ସିଭିଲ୍ ଡାଇରେକ୍ଟୋରେଟଙ୍କ ଠାରୁ ଲାଇସେନ୍ସ ଗ୍ରହଣ କରିବ ବୋଲି ଆଶା କରାଯାଉଛି। ମନ୍ତ୍ରୀ ଆହୁରି କହିଛନ୍ତି ଯେ ୬୨୫୦ ବର୍ଗ ମିଟର ପରିସରରେ ବିମାନବନ୍ଦରର ଟର୍ମିନାଲ ବିଲଡିଂ, ରାମ ମନ୍ଦିର ନିର୍ମାଣ କରାଯିବାର ଯୋଜନା ରହିଛି। ଏହା ଯାତ୍ରୀଙ୍କ ମନରେ ଏକ ଆଧ୍ୟାତ୍ମିକ ମନୋଭାବ ସୃଷ୍ଟି କରିବ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories