www.samajalive.in
Monday, December 15, 2025
14.1 C
Bhubaneswar

ରଥ ଅଘଟଣ: ମୃତକଙ୍କ ଆତ୍ମୀୟଙ୍କୁ ୩ଲକ୍ଷ, ଆହତଙ୍କୁ ମାଗଣାରେ ଚିକିତ୍ସା

ଭୁବନେଶ୍ବର : ଗତ କାଲି ବାହୁଡା଼ ଯାତ୍ରା ସମୟରେ କେଉଁଝର ଜିଲା କେନ୍ଦୁଆ ଗ୍ରାମ ଠାରେ ୩ ଜଣ ଓ କୋରାପୁଟ ଜିଲା କୋଲାବ ନଗର ଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories