www.samajalive.in
Friday, December 12, 2025
26.1 C
Bhubaneswar

ବାହୁଡା ଉପଲକ୍ଷେ ଭଜନ ସମାରୋହ

ଆଠଗଡ଼: ଆଠଗଡ଼ର ଆରାଧ୍ୟ ପ୍ରଭୁ ଅଟ୍ଟାଳି ଜଗନ୍ନାଥ ଦେବଙ୍କ ବାହୁଡାଯାତ୍ରା ଓ ସୁନାବେଶ ଉପଲକ୍ଷେ ପ୍ରତିବର୍ଷ ପରି ଚଳିତ ବର୍ଷ ଶ୍ରୀ ଜଗନ୍ନାଥ କୃପା ପରିଷଦ ପକ୍ଷରୁ ୪ଦିନ ବ୍ୟାପୀ ଭଜନ ସମାରୋହ ଆୟୋଜନ ହୋଇଛି। ବୁଧବାର ବାହୁଡା ସନ୍ଧ୍ୟାରେ ପରିଷଦର ସଭାପତି ହେମନ୍ତ କୁମାର ମହାନ୍ତିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଇନଜୀବୀ ପ୍ରାଣକୃଷ୍ଣ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ଭଜନ ସମାରୋହକୁ ଉଦ୍‌‌ଘାଟନ କରିଥିଲେ। ସେଠାରେ ୩ଦିନ ଧରି ସାର୍ଥକ ଚାନେଲର କଳାକାରମାନେ ଭଜନ ପରିବେଷଣ କରୁଥିବାବେଳେ ଚତୁର୍ଥଦିନ ଆଠଗଡ଼ ସ୍ଥାନୀୟ ଉଦୀୟମାନ କଳାକାରମାନେ ଭଜନ ପରିବେଷଣ କରିବେ ବୋଲ ସରୋଜ କୁମାର ଦାସଙ୍କ ସୁତ୍ରରୁ ପ୍ରକାଶ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories