www.samajalive.in
Sunday, December 14, 2025
26.1 C
Bhubaneswar

ମେଟ୍ରୋ ଟ୍ରେନ୍‌ରେ ଗଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିଲ୍ଲୀ ବିଶ୍ବବିଦ୍ୟାଳୟକୁ ମେଟ୍ରୋ ଟ୍ରେନ୍‌ ଯୋଗେ ଯାଇଛନ୍ତି। ସୂଚନା ଅନୁସାରେ, ସେ ସଡ଼କପଥରେ ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଯିବାର କାର୍ଯ୍ୟକ୍ରମ ଥିଲା। ଶେଷ ମୁହୂର୍ତ୍ତରେ ଏହା ପରିବର୍ତ୍ତନ ହୋଇଥିଲା। ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ମୋଦୀ ସାଧାରଣ ଲୋକଙ୍କ ପରି ଟ୍ରେନ୍‌ରେ ବସିଥିବା ଅନ୍ୟ ସହଯାତ୍ରୀଙ୍କ ସହିତ କଥା ହେଉଥିଲେ। ଦିଲ୍ଲୀ ବିଶ୍ବବିଦ୍ୟାଳୟର ଶହେ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

 

- Advertisement -

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories